1 Samuel 17:8 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ଦିନ ଗଲିଯାତ ବାହା ରେ ଛିଡା ହାଇେ ଇଶ୍ରାୟେଲର ସୈନ୍ଯ ଶ୍ ରଣେୀଙ୍କକ୍ସ୍ଟ ଚିତ୍କାର କରି କହକ୍ସ୍ଟଥିଲା, ତୁମ୍ଭମାନେେ କାହିଁକି ୟକ୍ସ୍ଟଦ୍ଧ ସାଜିବା ପାଇଁ ବାହାର ହାଇେ ଆସିଛ? ମୁ ଜଣେ ପଲେଷ୍ଟୀୟ ଲୋକ ନକ୍ସ୍ଟ ହେଁ? ତୁମ୍ଭମାନେେ ଶାଉଲର ଦାସ, ତୁମ୍ଭମାନେେ ନିଜମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମାେ ପାଖକକ୍ସ୍ଟ ଓହ୍ଲାଇ ଆସକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଛିଡ଼ା ହୋଇ ଇସ୍ରାଏଲର ସୈନ୍ୟ-ଶ୍ରେଣୀ ଆଡ଼େ ଡାକି ସେମାନଙ୍କୁ କହିଲା, ତୁମ୍ଭେମାନେ କାହିଁକି ଯୁଦ୍ଧ ସାଜିବା ପାଇଁ ବାହାର ହୋଇ ଆସିଅଛ? ମୁଁ କି ସେହି ପଲେଷ୍ଟୀୟ ଲୋକ ନୁହେଁ? ଓ ତୁମ୍ଭେମାନେ କି ଶାଉଲର ଦାସ ନୁହଁ? ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମୋହର କତିକି ଓହ୍ଲାଇ ଆସୁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଦିନ ଗଲିୟାତ ବାହାରେ ଛିଡ଼ା ହୋଇ ଇସ୍ରାଏଲର ସୈନ୍ୟ ଶ୍ରେଣୀଙ୍କୁ ଚିତ୍କାର କରି କହୁଥିଲା, “ତୁମ୍ଭେମାନେ କାହିଁକି ଯୁଦ୍ଧ ସାଜିବା ପାଇଁ ବାହାର ହୋଇ ଆସିଛ? ମୁଁ କି ଜଣେ ପଲେଷ୍ଟୀୟ ଲୋକ ନୁହେଁ? ତୁମ୍ଭେମାନେ ଶାଉଲର ଦାସ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମୋ’ ପାଖକୁ ଓହ୍ଲାଇ ଆସୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଛିଡ଼ା ହୋଇ ଇସ୍ରାଏଲର ସୈନ୍ୟଶ୍ରେଣୀ ଆଡ଼େ ଡାକି ସେମାନଙ୍କୁ କହିଲା, “ତୁମ୍ଭେମାନେ କାହିଁକି ଯୁଦ୍ଧ ସାଜିବା ପାଇଁ ବାହାର ହୋଇ ଆସିଅଛ? ମୁଁ କି ସେହି ପଲେଷ୍ଟୀୟ ଲୋକ ନୁହେଁ? ଓ ତୁମ୍ଭେମାନେ କି ଶାଉଲର ଦାସ ନୁହଁ? ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମୋହର କତିକି ଓହ୍ଲାଇ ଆସୁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଛିଡ଼ା ହୋଇ ଇସ୍ରାଏଲର ସୈନ୍ୟଶ୍ରେଣୀ ଆଡ଼େ ଡାକି ସେମାନଙ୍କୁ କହିଲା, ତୁମ୍ଭେମାନେ କାହିଁକି ଯୁଦ୍ଧ ସାଜିବା ପାଇଁ ବାହାର ହୋଇ ଆସିଅଛ? ମୁଁ କି ସେହି ପଲେଷ୍ଟୀୟ ଲୋକ ନୁହେଁ? ଓ ତୁମ୍ଭେମାନେ କି ଶାଉଲର ଦାସ ନୁହଁ? ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଜଣେ ଲୋକ ମନୋନୀତ କର ଓ ସେ ମୋହର କତିକି ଓହ୍ଲାଇ ଆସୁ।