1 Samuel 17:9 — Compare Translations

5 translations compared side by side

Odia - 1840
"ଯଦି ସେ ଲୋକଟି ମାେତେ ମାରିଦିଏ, ତବେେ ଆମ୍ଭେ ପଲେଷ୍ଟୀୟମାନେ ତୁମ୍ଭର ଦାସ ହବେକ୍ସ୍ଟ। ଯଦି ମୁ ତାକକ୍ସ୍ଟ ବଧ କରେ ତବେେ ତୁମ୍ଭମାନେେ ଆମ୍ଭର ଦାସ ହବେ ଓ ଆମ୍ଭମାନଙ୍କର ଦାସ କାର୍ୟ୍ଯ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେବେ ମୋʼ ସଙ୍ଗେ ଯୁଦ୍ଧ କରି ପାରିବ ଓ ମୋତେ ବଧ କରିବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କର ଦାସ ହେବୁ; ମାତ୍ର ଯେବେ ମୁଁ ତାହାକୁ ପାରିବି ଓ ବଧ କରିବି, ତେବେ ତୁମ୍ଭେମାନେ ଆମ୍ଭମାନଙ୍କର ଦାସ ହେବ ଓ ଆମ୍ଭମାନଙ୍କର ଦାସ୍ୟକର୍ମ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେ ଲୋକଟି ମୋତେ ମାରିଦିଏ, ତେବେ ଆମ୍ଭେ ପଲେଷ୍ଟୀୟମାନେ ତୁମ୍ଭର ଦାସ ହେବୁ। ଯଦି ମୁଁ ତାକୁ ବଧ କରେ ତେବେ ତୁମ୍ଭେମାନେ ଆମ୍ଭର ଦାସ ହେବ ଓ ଆମ୍ଭମାନଙ୍କର ଦାସ କାର୍ଯ୍ୟ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେବେ ମୋʼ ସଙ୍ଗେ ଯୁଦ୍ଧ କରି ପାରିବ ଓ ମୋତେ ବଧ କରିବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କର ଦାସ ହେବୁ; ମାତ୍ର ଯେବେ ମୁଁ ତାହାକୁ ପାରିବି ଓ ବଧ କରିବି, ତେବେ ତୁମ୍ଭେମାନେ ଆମ୍ଭମାନଙ୍କର ଦାସ ହେବ ଓ ଆମ୍ଭମାନଙ୍କର ଦାସ୍ୟକର୍ମ କରିବ।”
Odia IRV 2017 (ଓଡିଆ ବାଇବେଲ)
ସେ ଯେବେ ମୋ’ ସଙ୍ଗେ ଯୁଦ୍ଧ କରି ପାରିବ ଓ ମୋତେ ବଧ କରିବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କର ଦାସ ହେବୁ; ମାତ୍ର ଯେବେ ମୁଁ ତାହାକୁ ପାରିବି ଓ ବଧ କରିବି, ତେବେ ତୁମ୍ଭେମାନେ ଆମ୍ଭମାନଙ୍କର ଦାସ ହେବ ଓ ଆମ୍ଭମାନଙ୍କର ଦାସ୍ୟକର୍ମ କରିବ।