1 Samuel 18:1 — Compare Translations

5 translations compared side by side

Odia - 1840
"ଦାଉଦ ଶାଉଲଙ୍କ ସହିତ କଥାବାର୍ତ୍ତା କରିସାରିବା ପରେ ଯୋନାଥନର ଦାଉଦଙ୍କ ସହିତ ଏକ ଦୃତ ବନ୍ଧକ୍ସ୍ଟତା ବାନ୍ଧିଲେ। ଆଉ ଯୋନାଥନ ଆପଣା ପ୍ରାଣପରି ତାଙ୍କୁ ସ୍ନହେ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଓ ଯୋନାଥନଙ୍କର ଘନିଷ୍ଟ ବନ୍ଧୁତା ଦାଉଦ ଶାଉଲଙ୍କ ସହିତ କଥାବାର୍ତ୍ତା କରି ସାରିବା ପରେ ଯୋନାଥନର ଦାଉଦଙ୍କ ସହିତ ଏକ ଦୃଢ଼ ବନ୍ଧୁତା ବାନ୍ଧିଲେ। ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା।