1 Samuel 18:10 — Compare Translations
5 translations compared side by side
Odia - 1840
"ପରଦିନ ପରମେଶ୍ବରଙ୍କଠାରକ୍ସ୍ଟ ଯେତବେେଳେ ମନ୍ଦ ଆତ୍ମା ଶାଉଲଙ୍କକ୍ସ୍ଟ ଅକ୍ତିଆର କଲେ, ସେ ତାଙ୍କ ଗୃହ ମଧିଅରେ ଅବାନ୍ତର କାର୍ୟ୍ଯ କରିବାକୁ ଲାଗିଲେ। ଦାଉଦ ପ୍ରତିଦିନପରି ହସ୍ତ ରେ ବୀଣା ବଜାଇଲେ, ସେ ସମୟରେ ଶାଉଲଙ୍କ ଗୋଟିଏ ବର୍ଚ୍ଛା ଧରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରଦିନ ପରମେଶ୍ଵରଙ୍କଠାରୁ ମନ୍ଦ-ଆତ୍ମା ଶାଉଲଙ୍କୁ ଆକ୍ରା; କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଦାଉଦଙ୍କୁ ଭୟ କଲେ ପରଦିନ ପରମେଶ୍ୱରଙ୍କଠାରୁ ଯେତେବେଳେ ମନ୍ଦ ଆତ୍ମା ଶାଉଲଙ୍କୁ ଅକ୍ତିଆର କଲା, ସେ ତାଙ୍କ ଗୃହ ମଧ୍ୟରେ ଅବାନ୍ତର କାର୍ଯ୍ୟ କରିବାକୁ ଲାଗିଲେ। ଦାଉଦ ପ୍ରତିଦିନପରି ହସ୍ତରେ ବୀଣା ବଜାଇଲେ, ସେ ସମୟରେ ଶାଉଲଙ୍କ ଗୋଟିଏ ବର୍ଚ୍ଛା ଧରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା।
Odia IRV 2017 (ଓଡିଆ ବାଇବେଲ)
ପରଦିନ ପରମେଶ୍ୱରଙ୍କଠାରୁ ମନ୍ଦ-ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ସେ ଗୃହ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ପୁଣି, ଦାଉଦ ପ୍ରତିଦିନ ପରି ହସ୍ତରେ ବାଦ୍ୟ ବଜାଇଲେ; ସେସମୟରେ ଶାଉଲଙ୍କ ହସ୍ତରେ ବର୍ଚ୍ଛା ଥିଲା।