1 Samuel 18:11 — Compare Translations
5 translations compared side by side
Odia - 1840
"ତେଣୁ ଶାଉଲ ବର୍ଚ୍ଛା ଫିଙ୍ଗିଲେ, କାରଣ ସେ ଭାବିଲେ, ମୁ ଦାଉଦକକ୍ସ୍ଟ କାନ୍ଥ ରେ ଫୋଡିବି। ମାତ୍ର ଦାଉଦ ତାଙ୍କ ନିକଟରକ୍ସ୍ଟ ଦକ୍ସ୍ଟଇଥର ଘକ୍ସ୍ଟଞ୍ଚିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, ମୁଁ ଦାଉଦକୁ କାନ୍ଥରେ ଫୋଡ଼ିବି । ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇଥର ଘୁଞ୍ଚିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶାଉଲ ବର୍ଚ୍ଛା ଫିଙ୍ଗିଲେ, କାରଣ ସେ ଭାବିଲେ, “ମୁଁ ଦାଉଦକୁ କାନ୍ଥରେ ଫୋଡ଼ିବି।” ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇଥର ଘୁଞ୍ଚିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, “ମୁଁ ଦାଉଦଙ୍କୁ କାନ୍ଥରେ ଫୋଡ଼ିବି।” ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇ ଥର ଘୁଞ୍ଚିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶାଉଲ ବର୍ଚ୍ଛା ଫିଙ୍ଗିଲେ; କାରଣ ସେ କହିଲେ, ମୁଁ ଦାଉଦକୁ କାନ୍ଥରେ ଫୋଡ଼ିବି। ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇଥର ଘୁଞ୍ଚିଗଲେ।