1 Samuel 18:12 — Compare Translations
5 translations compared side by side
Odia - 1840
"ପକ୍ସ୍ଟଣି ଶାଉଲ ଦାଉଦଙ୍କକ୍ସ୍ଟ ଭୟ କଲେ କାରଣ ସଦାପ୍ରଭୁ ତାଙ୍କ ସଙ୍ଗ ରେ ଥିଲେ ଓ ଶାଉଲଙ୍କକ୍ସ୍ଟ ତ୍ଯାଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଶାଉଲ ଦାଉଦଙ୍କୁ ଭୟ କଲେ କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଉଲ ଦାଉଦଙ୍କୁ ଭୟ କଲେ, କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କରିଥିଲେ।