1 Samuel 18:13 — Compare Translations
5 translations compared side by side
Odia - 1840
"ଶାଉଲ ଆପଣା ନିକଟରକ୍ସ୍ଟ ଦାଉଦଙ୍କକ୍ସ୍ଟ ଦୂରକକ୍ସ୍ଟ ପଠଇେ ଦେଲେ ଓ ତାଙ୍କୁ 1,000 ସୈନ୍ଯ ଉପରେ ଆପଣାର ସନୋପତି କଲେ। ୟକ୍ସ୍ଟଦ୍ଧ ରେ ସେ ସୈନ୍ଯମାନଙ୍କର ନତେୃତ୍ବ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଶାଉଲ ଆପଣା ନିକଟରୁ ତାଙ୍କୁ ଅନ୍ତର କରି ତାଙ୍କୁ ସହସ୍ର ଉପରେ ଆପଣାର ସେନାପତି କଲେ; ଆଉ ସେ ଲୋକମାନଙ୍କ ସମ୍ମୁଖରେ ଗତାୟାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଆପଣା ନିକଟରୁ ଦାଉଦଙ୍କୁ ଦୂରକୁ ପଠେଇ ଦେଲେ ଓ ତାଙ୍କୁ 1000 ସୈନ୍ୟ ଉପରେ ଆପଣାର ସେନାପତି କଲେ। ଯୁଦ୍ଧରେ ସେ ସୈନ୍ୟମାନଙ୍କର ନେତୃତ୍ୱ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଶାଉଲ ଆପଣା ନିକଟରୁ ତାଙ୍କୁ ଅନ୍ତର କରି ତାଙ୍କୁ ସହସ୍ର ଉପରେ ଆପଣାର ସେନାପତି କଲେ; ଆଉ ସେ ଲୋକମାନଙ୍କ ସମ୍ମୁଖରେ ଗତାୟାତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଶାଉଲ ଆପଣା ନିକଟରୁ ତାଙ୍କୁ ଅନ୍ତର କରି ତାଙ୍କୁ ସହସ୍ର ଉପରେ ଆପଣାର ସେନାପତି କଲେ; ଆଉ ସେ ଲୋକମାନଙ୍କ ସମ୍ମୁଖରେ ଗତାୟାତ କଲେ।