1 Samuel 18:14 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଦାଉଦଙ୍କ ସହିତ ଥିଲେ। ତେଣୁ ଦାଉଦ ପ୍ରେତ୍ୟକକ କ୍ଷେତ୍ର ରେ ବିଜଯୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଦାଉଦଙ୍କ ସହିତ ଥିଲେ। ତେଣୁ ଦାଉଦ ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ।