1 Samuel 18:15 — Compare Translations

5 translations compared side by side

Odia - 1840
"ଶାଉଲ ଦେଖିଲେ ଦାଉଦ ସବୁ କ୍ଷେତ୍ର ରେ ବିଜଯୀ ହେଉଛନ୍ତି। ତେଣୁ ଶାଉଲ ଦାଉଦଙ୍କକ୍ସ୍ଟ ଭୟ କରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେତେବେଳେ ଶାଉଲ ତାଙ୍କୁ ଅତି ବୁଦ୍ଧିମାନ ଦେଖିଲେ, ସେ ତାଙ୍କ ବିଷୟରେ ଭୀତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଦେଖିଲେ ଦାଉଦ ସବୁ କ୍ଷେତ୍ରରେ ବିଜୟୀ ହେଉଛନ୍ତି। ତେଣୁ ଶାଉଲ ଦାଉଦଙ୍କୁ ଭୟ କରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେତେବେଳେ ଶାଉଲ ତାଙ୍କୁ ଅତି ବୁଦ୍ଧିମାନ ଦେଖିଲେ, ସେ ତାଙ୍କ ବିଷୟରେ ଭୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେତେବେଳେ ଶାଉଲ ତାଙ୍କୁ ଅତି ବୁଦ୍ଧିମାନ ଦେଖିଲେ, ସେ ତାଙ୍କ ବିଷୟରେ ଭୀତ ହେଲେ।