1 Samuel 18:16 — Compare Translations

5 translations compared side by side

Odia - 1840
"କିନ୍ତୁ ଇଶ୍ରାୟେଲର ସମସ୍ତ ଲୋକ ଓ ୟିହକ୍ସ୍ଟଦାର ସମସ୍ତେ ଦାଉଦଙ୍କକ୍ସ୍ଟ ଭଲ ପାଇଲେ। ସମାନେେ ତାଙ୍କୁ ଭଲ ପାଇଲେ, କାରଣ ସେ ୟକ୍ସ୍ଟଦ୍ଧ ରେ ସମାନଙ୍କେର ନତେୃତ୍ବ ନଇେଛନ୍ତି ଓ ସମାନଙ୍କେ ସକାେଶ ୟକ୍ସ୍ଟଦ୍ଧ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସମସ୍ତ ଇସ୍ରାଏଲ ଓ ଯିହୁଦା ଦାଉଦଙ୍କୁ ପ୍ରେମ କଲେ; କାରଣ ସେ ସେମାନଙ୍କ ସମ୍ମୁଖରେ ଗତାୟାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇସ୍ରାଏଲର ସମସ୍ତ ଲୋକ ଓ ଯିହୁଦାର ସମସ୍ତେ ଦାଉଦଙ୍କୁ ଭଲ ପାଇଲେ। ସେମାନେ ତାଙ୍କୁ ଭଲ ପାଇଲେ, କାରଣ ସେ ଯୁଦ୍ଧରେ ସେମାନଙ୍କର ନେତୃତ୍ୱ ନେଇଛନ୍ତି ଓ ସେମାନଙ୍କ ସକାଶେ ଯୁଦ୍ଧ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସମସ୍ତ ଇସ୍ରାଏଲ ଓ ଯିହୁଦା ଦାଉଦଙ୍କୁ ପ୍ରେମ କଲେ; କାରଣ ସେ ସେମାନଙ୍କ ସମ୍ମୁଖରେ ଗତାୟାତ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସମସ୍ତ ଇସ୍ରାଏଲ ଓ ଯିହୁଦା ଦାଉଦଙ୍କୁ ପ୍ରେମ କଲେ; କାରଣ ସେ ସେମାନଙ୍କ ସମ୍ମୁଖରେ ଗତାୟାତ କଲେ।