1 Samuel 18:17 — Compare Translations
5 translations compared side by side
Odia - 1840
"କିନ୍ତୁ ଶାଉଲ ଦାଉଦଙ୍କକ୍ସ୍ଟ ମାରିଦବୋ ପାଇଁ ଚାହିଁଲେ ଏବଂ ଶାଉଲ ଏକ ଉପାଯ ଚିନ୍ତା କଲେ। ଶାଉଲ କହିଲେ, ଦାଉଦ ମରେବ୍ ନାମକ ମାରେଜେଷ୍ଠ କନ୍ଯାକକ୍ସ୍ଟ ଦେଖ। ମୁ ତାକକ୍ସ୍ଟ ତୁମ୍ଭକୁ ବିବାହ ଦବେି। ତା'ପରେ ତୁମ୍ଭେ ଜଣେ ବୀର ଯୋଦ୍ଧା ସୈନିକ ହବେ। ତୁମ୍ଭେ ମାରେ ସନ୍ତାନପରି, ତା'ପରେ ତୁମ୍ଭେ ସଦାପ୍ରଭୁଙ୍କ ପାଇଁ ୟକ୍ସ୍ଟଦ୍ଧ କର। ଶାଉଲ ଚିନ୍ତାକଲେ, ମୁ ତାକକ୍ସ୍ଟ ହତ୍ଯା କରିବା ପାଇଁ ହାତ ଉଠାଇବି ନାହିଁ, କିନ୍ତୁ ପଲେଷ୍ଟୀୟମାନେ ହକ୍ସ୍ଟଏତ ତାକକ୍ସ୍ଟ ହତ୍ଯା କରି ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାଉଲ ଦାଉଦଙ୍କୁ କହିଲେ, ମେରବ୍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର । ଶାଉଲ ମନେ କଲେ, ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଦାଉଦଙ୍କ ସହିତ ନିଜ ଝିଅର ବିବାହ ଯୋଜନା କିନ୍ତୁ ଶାଉଲ ଦାଉଦଙ୍କୁ ମାରିଦେବା ପାଇଁ ଗ୍ଭହିଁଲେ ଏବଂ ଶାଉଲ ଏକ ଉପାୟ ଚିନ୍ତା କଲେ। ଶାଉଲ କହିଲେ, “ଦାଉଦ ମେରବ୍ ନାମକ ମୋର ଜ୍ୟେଷ୍ଠ କନ୍ୟାକୁ ଦେଖ। ମୁଁ ତାକୁ ତୁମ୍ଭକୁ ବିବାହ ଦେବି। ତା’ପରେ ତୁମ୍ଭେ ଜଣେ ବୀର ଯୋଦ୍ଧା ସୈନିକ ହେବ। ତୁମ୍ଭେ ମୋର ସନ୍ତାନ ପରି, ତା’ପରେ ତୁମ୍ଭେ ସଦାପ୍ରଭୁଙ୍କ ପାଇଁ ଯୁଦ୍ଧ କର।” ଶାଉଲ ଚିନ୍ତାକଲେ, “ମୁଁ ତାକୁ ହତ୍ୟା କରିବା ପାଇଁ ହାତ ଉଠାଇବି ନାହିଁ, କିନ୍ତୁ ପଲେଷ୍ଟୀୟମାନେ ହୁଏତ ତାକୁ ହତ୍ୟା କରି ପାରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, “ମେରବ୍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର।” ଶାଉଲ ମନେ କଲେ, “ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, ମେରବ୍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର। ଶାଉଲ ମନେ କଲେ, ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।