1 Samuel 18:19 — Compare Translations

5 translations compared side by side

Odia - 1840
"ତେଣୁ ଦାଉଦ ମରବେକକ୍ସ୍ଟ ବିବାହ ପାଇଁ ସମୟ ଆସିଲା। ଶାଉଲ ଏହି ସମୟରେ ମହୋଲାତୀଯ ଅଦ୍ରୀଯଲକେକ୍ସ୍ଟ ସ୍ତ୍ରୀରୂପେ ଦତ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍ ଦତ୍ତ ହୋଇଥାʼନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଦାଉଦ ମେର‌‌ବ୍‌‌କୁ ବିବାହ କରିବା ପାଇଁ ସମୟ ଆସନ୍ତେ, ଶାଉଲ, ମହୋଲାତୀୟ ଅଦ୍ରୀୟେଲ ସହିତ ମେର‌‌ବ୍‌‌ର ବିବାହ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍‍ ଦତ୍ତ ହୋଇଥାʼନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁ ସମୟରେ ଦାଉଦଙ୍କୁ ଶାଉଲଙ୍କର କନ୍ୟା ମେରବ୍‍ ଦତ୍ତ ହୋଇଥା’ନ୍ତା, ସେସମୟରେ ଏପରି ଘଟିଲା ଯେ, ସେ ମହୋଲାତୀୟ ଅଦ୍ରୀୟେଲକୁ ଭାର୍ଯ୍ୟା ରୂପେ ଦତ୍ତ ହେଲା।