1 Samuel 18:2 — Compare Translations
5 translations compared side by side
Odia - 1840
"ଶାଉଲ ସହେିଦିନ ଦାଉଦଙ୍କକ୍ସ୍ଟ ତାଙ୍କ ସହିତ ରଖିଲେ ଓ ଘରକକ୍ସ୍ଟ ୟିବାକକ୍ସ୍ଟ ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ ସେହି ଦିନ ତାଙ୍କୁ ଗ୍ରହଣ କରି ତାଙ୍କର ପିତୃଗୃହକୁ ଆଉ ଯିବାକୁ ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ସେହି ଦିନ ଦାଉଦଙ୍କୁ ତାଙ୍କ ସହିତ ରଖିଲେ ଓ ଘରକୁ ଯିବାକୁ ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ ସେହି ଦିନ ତାଙ୍କୁ ଗ୍ରହଣ କରି ତାଙ୍କର ପିତୃଗୃହକୁ ଆଉ ଯିବାକୁ ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଉଲ ସେହି ଦିନ ତାଙ୍କୁ ଗ୍ରହଣ କରି ତାଙ୍କର ପିତୃଗୃହକୁ ଆଉ ଯିବାକୁ ଦେଲେ ନାହିଁ।