1 Samuel 18:20 — Compare Translations

5 translations compared side by side

Odia - 1840
"ଶାଉଲଙ୍କର କନ୍ଯା ମୀଖଲ ଦାଉଦଙ୍କକ୍ସ୍ଟ ପ୍ ରମେ କଲା ଓ ଲୋକମାନେ ଶାଉଲଙ୍କକ୍ସ୍ଟ ଏ କଥା କକ୍ସ୍ଟହନ୍ତେ ଯେ ମୀଖଲ ଦାଉଦଙ୍କକ୍ସ୍ଟ ପ୍ ରମେ କରୁଛି ଶାଉଲ ଏକଥା ଶକ୍ସ୍ଟଣି ଖକ୍ସ୍ଟସି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା; ତହୁଁ ଲୋକମାନେ ଶାଉଲଙ୍କୁ ତାହା ଜଣାନ୍ତେ, ସେକଥା ତାଙ୍କ ଦୃଷ୍ଟିରେ ପସନ୍ଦ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା ଓ ଲୋକମାନେ ଶାଉଲଙ୍କୁ ଏ କଥା କୁହନ୍ତେ, ମୀଖଲ ଯେ ଦାଉଦଙ୍କୁ ପ୍ରେମ କରୁଛି ଶାଉଲ ଏ କଥା ଶୁଣି ଖୁସୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା; ତହୁଁ ଲୋକମାନେ ଶାଉଲଙ୍କୁ ତାହା ଜଣାନ୍ତେ, ସେ କଥା ତାଙ୍କ ଦୃଷ୍ଟିରେ ପସନ୍ଦ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା; ତହୁଁ ଲୋକମାନେ ଶାଉଲଙ୍କୁ ତାହା ଜଣାନ୍ତେ, ସେକଥା ତାଙ୍କ ଦୃଷ୍ଟିରେ ପସନ୍ଦ ହେଲା।