1 Samuel 18:21 — Compare Translations
5 translations compared side by side
Odia - 1840
"ଶାଉଲ ଭାବିଲେ, ମୁ ମୀଖଲ ମାଧ୍ଯମ ରେ ଦାଉଦକକ୍ସ୍ଟ ଫାସ ରେ ପକାଇ ଦବେି। ମୁ ମୀଖଲକକ୍ସ୍ଟ ଦାଉଦଙ୍କ ସହିତ ବିବାହ ଦବେି। ଏବଂ ତା'ପରେ ପଲେଷ୍ଟୀୟମାନେ ତାଙ୍କୁ ମାରି ଦବେେ। ତେଣୁ ଶାଉଲ ଦାଉଦଙ୍କକ୍ସ୍ଟ ଦ୍ବିତୀୟ ଥର ପାଇଁ କହିଲେ, ତୁମ୍ଭେ ଆଜି ମାରେ କନ୍ଯାକକ୍ସ୍ଟ ବିବାହ କରିପାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ଵରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ । ଏଣୁ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ଆଜି ଦ୍ଵିତୀୟବାର ମୋର ଜୁଆଁଇ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଭାବିଲେ, “ମୁଁ ମୀଖଲ ମାଧ୍ୟମରେ ଦାଉଦକୁ ଫାସରେ ପକାଇ ଦେବି। ମୁଁ ମୀଖଲକୁ ଦାଉଦଙ୍କ ସହିତ ବିବାହ ଦେବି। ଏବଂ ତା’ପରେ ପଲେଷ୍ଟୀୟମାନେ ତାଙ୍କୁ ମାରି ଦେବେ।” ତେଣୁ ଶାଉଲ ଦାଉଦଙ୍କୁ ଦ୍ୱିତୀୟ ଥର ପାଇଁ କହିଲେ, “ତୁମ୍ଭେ ଆଜି ମୋର କନ୍ୟାକୁ ବିବାହ କରିପାର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ୱରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ଆଜି ଦ୍ୱିତୀୟ ଥର ମୋର ଜୁଆଁଇ ହେବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ୱରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ଆଜି ଦ୍ୱିତୀୟବାର ମୋର ଜୁଆଁଇ ହେବ।