1 Samuel 18:22 — Compare Translations
5 translations compared side by side
Odia - 1840
"ଶାଉଲ ତାଙ୍କ ଦାସମାନଙ୍କୁ ଡାକି କହିଲେ, ତୁମ୍ଭେ ଦାଉଦଙ୍କକ୍ସ୍ଟ ବ୍ଯକ୍ତିଗତ ଭାବରେ କକ୍ସ୍ଟହ ଯେ, 'ରାଜା ତୁମ୍ଭକୁ ଅତି ଭଲ ପାଉଛନ୍ତି। ସମାନଙ୍କେର ଅଧିକାରୀଗଣ ମଧ୍ଯ ତୁମ୍ଭକୁ ଭଲ ପାଉଛନ୍ତି। ବର୍ତ୍ତମାନ ତକ୍ସ୍ଟମ୍ଭ ତାଙ୍କର କନ୍ଯାଙ୍କକ୍ସ୍ଟ ବିବାହ କରିବା ଉଚିତ୍।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ତାଙ୍କ ଦାସମାନଙ୍କୁ ଡାକି କହିଲେ, “ତୁମ୍ଭେ ଦାଉଦଙ୍କୁ ବ୍ୟକ୍ତିଗତ ଭାବରେ କୁହ ଯେ, ରାଜା ତୁମ୍ଭକୁ ଅତି ଭଲ ପାଉଛନ୍ତି। ସେମାନଙ୍କର ଅଧିକାରୀଗଣ ମଧ୍ୟ ତୁମ୍ଭକୁ ଭଲ ପାଉଛନ୍ତି। ବର୍ତ୍ତମାନ ତୁମ୍ଭେ ତାଙ୍କର କନ୍ୟାକୁ ବିବାହ କରିବା ଉଚିତ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ‘ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ।’”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ।