1 Samuel 18:23 — Compare Translations

5 translations compared side by side

Odia - 1840
"ଶାଉଲ ଦାସମାନେ ଏକଥା ଦାଉଦଙ୍କକ୍ସ୍ଟ କହିଲେ, କିନ୍ତୁ ଦାଉଦ ଉତ୍ତର ଦେଲେ, ତୁମ୍ଭେ କ'ଣ ଭାବକ୍ସ୍ଟଛ ରାଜାଙ୍କର ଜ୍ବାଇଁ ହବୋ ଅତି ସହଜ? ମାରେ ଏତେ ଅର୍ଥ ନାହିଁ ଯାହାକି ମୁ ରାଜାଙ୍କର ଝିଅ ପାଇଁ ଖର୍ଚ୍ଚ କରିପାରିବି। ମୁ ଜଣେ ଅତି ସାଧାରଣ ଦରିଦ୍ର ଲୋକ ଓ ମାରେଅଳ୍ପ ମାନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ । ତହୁଁ ଦାଉଦ କହିଲେ, ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କ ଦାସମାନେ ଏ କଥା ଦାଉଦଙ୍କୁ କହିଲେ, କିନ୍ତୁ ଦାଉଦ ଉତ୍ତର ଦେଲେ, “ତୁମ୍ଭେ କ’ଣ ଭାବୁଛ ରାଜାଙ୍କର ଜ୍ୱାଇଁ ହେବା ଅତି ସହଜ? ମୋର ଏତେ ଅର୍ଥ ନାହିଁ ଯାହାକି ମୁଁ ରାଜାଙ୍କର ଝିଅ ପାଇଁ ଖର୍ଚ୍ଚ କରି ପାରିବି। ମୁଁ ଜଣେ ଅତି ସାଧାରଣ ଦରିଦ୍ର ଲୋକ ଓ ମୋର ଅଳ୍ପ ମାନ୍ୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, “ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ।