1 Samuel 18:24 — Compare Translations

5 translations compared side by side

Odia - 1840
"ଶାଉଲର ଦାସମାନେ ଦାଉଦ କ'ଣ କହିଲା ତାହା ଶାଉଲଙ୍କକ୍ସ୍ଟ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ଏପରି ଏପରି କହିଲେ ବୋଲି ଶାଉଲଙ୍କ ଦାସମାନେ ତାଙ୍କୁ ଜଣାଇ କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲର ଦାସମାନେ ଦାଉଦ କ’ଣ କହିଲା ତାହା ଶାଉଲଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ଏପରି ଏପରି କହିଲେ ବୋଲି ଶାଉଲଙ୍କ ଦାସମାନେ ତାଙ୍କୁ ଜଣାଇ କହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ଏପରି ଏପରି କହିଲେ ବୋଲି ଶାଉଲଙ୍କ ଦାସମାନେ ତାଙ୍କୁ ଜଣାଇ କହିଲେ।