1 Samuel 18:25 — Compare Translations
5 translations compared side by side
Odia - 1840
"ଶାଉଲ ସମାନଙ୍କେୁ କହିଲେ, ତୁମ୍ଭେ ଦାଉଦଙ୍କକ୍ସ୍ଟ ଏକଥା କକ୍ସ୍ଟହ, 'ରାଜା ଗ୍ଭହାଁନ୍ତି ନାହିଁ ତୁମ୍ଭେ ତାଙ୍କର ଝିଅପାଇଁ ଅର୍ଥ ଦିଅ, ସେ ପଲେଷ୍ଟୀୟମାନଙ୍କଠାରକ୍ସ୍ଟ ପ୍ରତିଶୋଧ ନବୋକକ୍ସ୍ଟ ଗ୍ଭହାନ୍ତି ଏବଂ ସେ ପଲେଷ୍ଟୀୟମାନଙ୍କର 100 ସକ୍ସ୍ଟନ୍ନତ ଚର୍ମ ଗ୍ଭହାଁନ୍ତି।' ପଲେଷ୍ଟୀୟମାନଙ୍କ ଦ୍ବାରା ଦାଉଦକକ୍ସ୍ଟ ନିପାତ କରିବା ପାଇଁ ଶାଉଲଙ୍କର ବିଗ୍ଭର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାଉଲ କହିଲେ, ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟ-ମାନଙ୍କର ଶହେ ସୁନ୍ନତ ଚର୍ମ୍ମ ଚାହାନ୍ତି । ପଲେଷ୍ଟୀୟମାନଙ୍କ ହସ୍ତ ଦ୍ଵାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ସେମାନଙ୍କୁ କହିଲେ, “ତୁମ୍ଭେ ଦାଉଦଙ୍କୁ ଏ କଥା କୁହ, ‘ରାଜା ଗ୍ଭହାନ୍ତି ନାହିଁ ତୁମ୍ଭେ ତାଙ୍କର ଝିଅ ପାଇଁ ଅର୍ଥ ଦିଅ, ସେ ପଲେଷ୍ଟୀୟମାନଙ୍କଠାରୁ ପ୍ରତିଶୋଧ ନେବାକୁ ଗ୍ଭହାନ୍ତି ଏବଂ ସେ ପଲେଷ୍ଟୀୟମାନଙ୍କର 100 ସୁନ୍ନତ ଚର୍ମ ଗ୍ଭହାନ୍ତି।’” ପଲେଷ୍ଟୀୟମାନଙ୍କ ଦ୍ୱାରା ଦାଉଦଙ୍କୁ ନିପାତ କରିବା ପାଇଁ ଶାଉଲଙ୍କର ବିଗ୍ଭର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାଉଲ କହିଲେ, “ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ‘ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ ଚାହାନ୍ତି।’” ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାଉଲ କହିଲେ, ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ୍ମ ଚାହାନ୍ତି। ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା।