1 Samuel 18:26 — Compare Translations

5 translations compared side by side

Odia - 1840
"ଶାଉଲଙ୍କର ଦାସମାନେ ଦାଉଦଙ୍କକ୍ସ୍ଟ ଏପରି ଶକ୍ସ୍ଟଣାନ୍ତେ ଦାଉଦ ରାଜି ହାଇଗେଲେ। ଦାଉଦ ବହକ୍ସ୍ଟତ ଖକ୍ସ୍ଟସି ହେଲେ ଯେ ତାଙ୍କୁ ଏକ ରାଜାଙ୍କର ଜ୍ବାଇଁ ହବୋପାଇଁ ସକ୍ସ୍ଟୟୋଗ ମିଳିଛି। ତେଣୁ ସେ ହଠାତ୍ ଯଥାକାର୍ୟ୍ଯ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କର ଦାସମାନେ ଦାଉଦଙ୍କୁ ଏପରି ଶୁଣାନ୍ତେ ଦାଉଦ ରାଜି ହୋଇଗଲେ। ଦାଉଦ ବହୁତ ଖୁସୀ ହେଲେ ଯେ ତାଙ୍କୁ ଏକ ରାଜାଙ୍କର ଜ୍ୱାଇଁ ହେବା ପାଇଁ ସୁଯୋଗ ମିଳିଛି। ତେଣୁ ସେ ହଠାତ୍ ଯଥାକାର୍ଯ୍ୟ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା।