1 Samuel 18:27 — Compare Translations

5 translations compared side by side

Odia - 1840
"ଦାଉଦ ଓ ତା'ର ଲୋକମାନେ ପଲେଷ୍ଟୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ବାହାରିଲେ। ସମାନେେ ଦକ୍ସ୍ଟଇଶହ ପଲିଷ୍ଟୀଯମାନଙ୍କୁ ବଧ କଲେ। ଦାଉଦ 200 ପଲିଷ୍ଟୀଯମାନଙ୍କର ସକ୍ସ୍ଟନ୍ନତ ଚର୍ମ ଆଣିଲେ ଏବଂ ଶାଉଲଙ୍କକ୍ସ୍ଟ ଦେଲେ। ଦାଉଦ ଏପରି କଲେ କାରଣ ସେ ଗ୍ଭହିଁଥିଲେ ରାଜାଙ୍କର ଜ୍ବାଇଁ ହବୋପାଇଁ। ଶାଉଲ ତାଙ୍କର କନ୍ଯା ମୀଖାଲକକ୍ସ୍ଟ ଦାଉଦ ସହ ବିବାହ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ସେଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ⇧ । ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଓ ତା’ର ଲୋକମାନେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାରିଲେ। ସେମାନେ ଦୁଇ ଶହ ପଲେଷ୍ଟୀୟମାନଙ୍କୁ ବଧ କଲେ। ଦାଉଦ 200 ପଲେଷ୍ଟୀୟମାନଙ୍କର ସୁନ୍ନତ ଚର୍ମ ଆଣିଲେ ଏବଂ ଶାଉଲଙ୍କୁ ଦେଲେ। ଦାଉଦ ଏପରି କଲେ କାରଣ ସେ ଗ୍ଭହୁଁଥିଲେ ରାଜାଙ୍କର ଜ୍ୱାଇଁ ହେବା ପାଇଁ। ଶାଉଲ ତାଙ୍କର କନ୍ୟା ମୀଖଲକୁ ଦାଉଦ ସହ ବିବାହ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି, ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ଏଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ। ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ।
Odia IRV 2017 (ଓଡିଆ ବାଇବେଲ)