1 Samuel 18:28 — Compare Translations
5 translations compared side by side
Odia - 1840
"ଶାଉଲ ଦେଖିଲେ ସଦାପ୍ରଭୁ ଦାଉଦଙ୍କ ସହିତ ଅଛନ୍ତି। ଶାଉଲ ମଧ୍ଯ ଦେଖିଲେ ଯେ ତାଙ୍କର କନ୍ଯା ମୀଖଲ ଦାଉଦଙ୍କକ୍ସ୍ଟ ପ୍ ରମେ କରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ଦାଉଦଙ୍କର ସଙ୍ଗରେ ଅଛନ୍ତି; ଏହା ଶାଉଲ ଦେଖିଲେ ଓ ଜାଣିଲେ; ମଧ୍ୟ ଶାଉଲଙ୍କର କନ୍ୟା ମୀଖଲ ତାଙ୍କୁ ପ୍ରେମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଦେଖିଲେ ସଦାପ୍ରଭୁ ଦାଉଦଙ୍କ ସହିତ ଅଛନ୍ତି। ଶାଉଲ ମଧ୍ୟ ଦେଖିଲେ ଯେ ତାଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ଦାଉଦଙ୍କର ସଙ୍ଗରେ ଅଛନ୍ତି; ଏହା ଶାଉଲ ଦେଖିଲେ ଓ ଜାଣିଲେ; ମଧ୍ୟ ଶାଉଲଙ୍କର କନ୍ୟା ମୀଖଲ ତାଙ୍କୁ ପ୍ରେମ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ଦାଉଦଙ୍କର ସଙ୍ଗରେ ଅଛନ୍ତି; ଏହା ଶାଉଲ ଦେଖିଲେ ଓ ଜାଣିଲେ; ମଧ୍ୟ ଶାଉଲଙ୍କର କନ୍ୟା ମୀଖଲ ତାଙ୍କୁ ପ୍ରେମ କଲା।