1 Samuel 18:3 — Compare Translations
5 translations compared side by side
Odia - 1840
"ଯୋନାଥନ ଦାଉଦଙ୍କକ୍ସ୍ଟ ଆପଣା ପ୍ରାଣପରି ସ୍ନହେ କରିବାରକ୍ସ୍ଟ ସମାନେେ ଏହି ନିଯମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏହି ନିୟମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ।