1 Samuel 18:30 — Compare Translations

5 translations compared side by side

Odia - 1840
"ପଲେଷ୍ଟୀୟମାନଙ୍କର ଅଧିପତିମାନେ ଇଶ୍ରାୟେଲୀୟମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ବାହାରି ଆସିଲେ କିନ୍ତୁ ପ୍ରେତ୍ୟକକ ଥର ଦାଉଦ ସମାନଙ୍କେୁ ପରାସ୍ତ କଲେ। ଦାଉଦ ଶାଉଲଙ୍କର ଅତି ଦକ୍ଷ ଅଧିକାରୀ ହେଲେ। ଦାଉଦ ଅଧିକ ମାନ୍ଯ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପଲେଷ୍ଟୀୟ ଅଧିପତିମାନେ ବାହାରିବାକୁ ଲାଗିଲେ; ପୁଣି ସେମାନେ ଯେତେ ଥର ବାହାରିଲେ, ସେତେ ଥର ଦାଉଦ ଶାଉଲଙ୍କର ସମସ୍ତ ଦାସ ଅପେକ୍ଷା ଅଧିକ ବୁଦ୍ଧିର କାର୍ଯ୍ୟ କଲେ; ଏଣୁ ତାଙ୍କର ନାମ ଅତିଶୟ ମାନ୍ୟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନଙ୍କର ଅଧିପତିମାନେ ଇସ୍ରାଏଲୀୟମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାରି ଆସିଲେ କିନ୍ତୁ ପ୍ରତ୍ୟେକ ଥର ଦାଉଦ ସେମାନଙ୍କୁ ପରାସ୍ତ କଲେ। ଦାଉଦ ଶାଉଲଙ୍କର ଅତି ଦକ୍ଷ ଅଧିକାରୀ ହେଲେ। ଦାଉଦ ଅଧିକ ମାନ୍ୟ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ବାହାରିବାକୁ ଲାଗିଲେ; ପୁଣି, ସେମାନେ ଯେତେ ଥର ବାହାରିଲେ, ସେତେଥର ଦାଉଦ ଶାଉଲଙ୍କର ସମସ୍ତ ଦାସ ଅପେକ୍ଷା ଅଧିକ ବୁଦ୍ଧିର କାର୍ଯ୍ୟ କଲେ; ଏଣୁ ତାଙ୍କର ନାମ ଅତିଶୟ ମାନ୍ୟ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ବାହାରିବାକୁ ଲାଗିଲେ; ପୁଣି, ସେମାନେ ଯେତେ ଥର ବାହାରିଲେ, ସେତେ ଥର ଦାଉଦ ଶାଉଲଙ୍କର ସମସ୍ତ ଦାସ ଅପେକ୍ଷା ଅଧିକ ବୁଦ୍ଧିର କାର୍ଯ୍ୟ କଲେ; ଏଣୁ ତାଙ୍କର ନାମ ଅତିଶୟ ମାନ୍ୟ ହେଲା।