1 Samuel 18:4 — Compare Translations
5 translations compared side by side
Odia - 1840
"ଯୋନାଥନ ଆପଣା ଦହରେକ୍ସ୍ଟ କୋଟ୍ କାଢି ଦାଉଦଙ୍କକ୍ସ୍ଟ ଦଲୋ। ଆପଣା ବସ୍ତ୍ର, ଖଡ୍ଗ, ଧନକ୍ସ୍ଟ ଓ କଟିବନ୍ଧନ ପର୍ୟ୍ଯନ୍ତ ତାହାଙ୍କକ୍ସ୍ଟ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ଼୍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ଆପଣା ଦେହରୁ ବସ୍ତ୍ର କାଢ଼ି ଦାଉଦଙ୍କୁ ଦେଲେ। ଆପଣା ବସ୍ତ୍ର, ଖଡ଼୍ଗ, ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାହାଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ୍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ୍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା।