1 Samuel 18:5 — Compare Translations

5 translations compared side by side

Odia - 1840
"ଶାଉଲ ଦାଉଦଙ୍କକ୍ସ୍ଟ ବହକ୍ସ୍ଟତ ୟକ୍ସ୍ଟଦ୍ଧକକ୍ସ୍ଟ ପଠାଇଲେ ଓ ସେ କୃତକାର୍ୟ୍ଯ ହେଲ। ଏଣୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିୟକ୍ସ୍ଟକ୍ତ କଲେ ଓ ଏହା ଶାଉଲଙ୍କର ଅଧିକାରୀମାନଙ୍କ ସମତେ ସମସ୍ତଙ୍କକ୍ସ୍ଟ ଖକ୍ସ୍ଟସି କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶାଉଲ ଦାଉଦଙ୍କୁ ଯେକୌଣସି ସ୍ଥାନକୁ ପଠାନ୍ତି, ସେ ସେଠାକୁ ଯାଇ ବୁଦ୍ଧିରେ କାର୍ଯ୍ୟ କରନ୍ତି, ଏହେତୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ କଲେ ଓ ଏହା ସମସ୍ତ ଲୋକଙ୍କ ଦୃଷ୍ଟିରେ ଓ ଶାଉଲଙ୍କ ଦାସମାନଙ୍କ ଦୃଷ୍ଟିରେ ମଧ୍ୟ ଉତ୍ତମ ଦେଖାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଦାଉଦଙ୍କର ସଫଳତା ଉପରେ ଦୃଷ୍ଟି ଦେଲେ ଶାଉଲ ଦାଉଦଙ୍କୁ ବହୁତ ଯୁଦ୍ଧକୁ ପଠାଇଲେ ଓ ସେ କୃତକାର୍ଯ୍ୟ ହେଲେ। ଏଣୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ କଲେ ଓ ଏହା ଶାଉଲଙ୍କର ଅଧିକାରୀମାନଙ୍କ ସମେତ ସମସ୍ତଙ୍କୁ ଖୁସୀ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶାଉଲ ଦାଉଦଙ୍କୁ ଯେକୌଣସି ସ୍ଥାନକୁ ପଠାନ୍ତି, ସେ ସେଠାକୁ ଯାଇ ବୁଦ୍ଧିରେ କାର୍ଯ୍ୟ କରନ୍ତି, ଏହେତୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ କଲେ ଓ ଏହା ସମସ୍ତ ଲୋକଙ୍କ ଦୃଷ୍ଟିରେ ଓ ଶାଉଲଙ୍କ ଦାସମାନଙ୍କ ଦୃଷ୍ଟିରେ ମଧ୍ୟ ଉତ୍ତମ ଦେଖାଗଲା।
Odia IRV 2017 (ଓଡିଆ ବାଇବେଲ)