1 Samuel 18:6 — Compare Translations
5 translations compared side by side
Odia - 1840
"ଏପରି ହେଲା ଯେ, ଯେତବେେଳେ ଦାଉଦ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ ଓ ଫରେିଲେ। ଇଶ୍ରାୟେଲର ସମସ୍ତ ନଗରର ସ୍ତ୍ରୀ ଲୋକମାନେ ରାଜା ଶାଉଲଙ୍କକ୍ସ୍ଟ ସାକ୍ଷାତ କରିବାକୁ ବାହାରି ଆସିଲେ ଏବଂ ତକ୍ସ୍ଟମ୍ଭକ୍ସ୍ଟ୍ବରା ବଜାଇ ଆନନ୍ଦ ରେ ନାଚିଲେ ଓ ଗାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ପଲେଷ୍ଟୀୟକୁ ବଧ କରି ଫେରିଲା ବେଳେ ଲୋକମାନେ ଆସୁ ଆସୁ ଏପରି ହେଲା ଯେ, ଇସ୍ରାଏଲୀୟ ସମସ୍ତ ନଗରରୁ ସ୍ତ୍ରୀମାନେ ବାହାରି ଦାରା, ଆନନ୍ଦଧ୍ଵନି ଓ ତ୍ରିତନ୍ତ୍ରୀ ବାଦ୍ୟ ସହିତ ଗାୟନ ଓ ନୃତ୍ୟ କରୁ କରୁ ଶାଉଲ ରାଜାଙ୍କୁ ଭେଟିବା ପାଇଁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି ହେଲା ଯେ, ଯେତେବେଳେ ଦାଉଦ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ ଓ ଫେରିଲେ। ଇସ୍ରାଏଲର ସମସ୍ତ ନଗରର ସ୍ତ୍ରୀଲୋକମାନେ ରାଜା ଶାଉଲଙ୍କୁ ସାକ୍ଷାତ କରିବାକୁ ବାହାରି ଆସିଲେ ଏବଂ ତୁମ୍ଭୁରା ବଜାଇ ଆନନ୍ଦରେ ନାଚିଲେ ଓ ଗାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ ପଲେଷ୍ଟୀୟକୁ ବଧ କରି ଫେରିଲା ବେଳେ ଲୋକମାନେ ଆସୁ ଆସୁ ଏପରି ହେଲା ଯେ, ଇସ୍ରାଏଲୀୟ ସମସ୍ତ ନଗରରୁ ସ୍ତ୍ରୀମାନେ ବାହାରି ଦାରା, ଆନନ୍ଦଧ୍ୱନି ଓ ତ୍ରିତନ୍ତ୍ରୀ ବାଦ୍ୟ ସହିତ ଗାୟନ ଓ ନୃତ୍ୟ କରୁ କରୁ ଶାଉଲ ରାଜାଙ୍କୁ ଭେଟିବା ପାଇଁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)