1 Samuel 18:7 — Compare Translations
5 translations compared side by side
Odia - 1840
"ଆଉ ସହେି ସ୍ତ୍ରୀମାନେ ନୃତ୍ଯ କରୁକରୁ ଗାଇଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତରକ୍ରମେ ଗାୟନ କରି କହିଲେ: ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ସ୍ତ୍ରୀମାନେ ନୃତ୍ୟ କରୁ କରୁ ଗାଇଲେ, “ଶାଉଲ ହତ୍ୟା କଲେ ସହସ୍ର ସହସ୍ର ଦାଉଦ ହତ୍ୟା କଲେ ଅୟୁତ ଅୟୁତ”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: “ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ସ୍ତ୍ରୀମାନେ ବାଦ୍ୟ କରୁ କରୁ ଉତ୍ତର ପ୍ରତ୍ୟୁତ୍ତର କ୍ରମେ ଗାୟନ କରି କହିଲେ: ଶାଉଲ ବଧ କଲେ ସହସ୍ର ସହସ୍ର, ଦାଉଦ ବଧ କଲେ ଅୟୁତ ଅୟୁତ।