1 Samuel 18:8 — Compare Translations
5 translations compared side by side
Odia - 1840
"ଏଥି ରେ ଶାଉଲ ଅତି ରାଗିଗଲେ ଓ ବ୍ଯତିବ୍ଯସ୍ତ ହାଇେ ପଡିଲେ। ଏଣୁ ସେ ଚିନ୍ତା କଲେ, ସମାନେେ ଦାଉଦଙ୍କକ୍ସ୍ଟ ଅଯକ୍ସ୍ଟତ ଅଯକ୍ସ୍ଟତର ଜଯୀ ଓ ଆମ୍ଭକକ୍ସ୍ଟ କବଳେ ସହସ୍ର ସହସ୍ର ଜଯୀ ବୋଲି କହିଲେ। ରାଜ୍ଯ ପାଇବା ଛଡା ତା'ର ଆଉ କ'ଣ ପାଇବାର ବାକି ଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, ସେମାନେ ଦାଉଦକୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ଵ ଛଡ଼ା ତାହାର ଆଉ କଅଣ ପାଇବାର ବାକୀ ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଶାଉଲ ଅତି ରାଗିଗଲେ ଓ ବ୍ୟତିବ୍ୟସ୍ତ ହୋଇ ପଡ଼ିଲେ। ଏଣୁ ସେ ଚିନ୍ତା କଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭକୁ କେବଳ ସହସ୍ର ସହସ୍ର ଜୟୀ ବୋଲି କହିଲେ। ରାଜ୍ୟ ପାଇବା ଛଡ଼ା ତା’ର ଆଉ କ’ଣ ପାଇବାର ବାକି ଅଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, ସେମାନେ ଦାଉଦକୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି?