1 Samuel 18:9 — Compare Translations

5 translations compared side by side

Odia - 1840
"ସହେିଦିନଠାରକ୍ସ୍ଟ ଶାଉଲ ଦାଉଦଙ୍କ ପ୍ରତି ଦୃଷ୍ଟି ରଖିଲେ। ସେ ଇର୍ଷା ଓ ଘୃଣା ରେ ତାଙ୍କୁ ଦକ୍ସ୍ଟଷ୍ଟି ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନଠାରୁ ଶାଉଲ ଦାଉଦଙ୍କ ପ୍ରତି ଦୃଷ୍ଟି ରଖିଲେ। ସେ ଈର୍ଷା ଓ ଘୃଣାରେ ତାଙ୍କୁ ଦୃଷ୍ଟି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।