1 Samuel 19:1 — Compare Translations
5 translations compared side by side
Odia - 1840
"ଶାଉଲ ଦାଉଦଙ୍କକ୍ସ୍ଟ ହତ୍ଯା କରିବା ପାଇଁ ତାଙ୍କର ପକ୍ସ୍ଟତ୍ର ଯୋନାଥନ ଓ ତାଙ୍କର ଦାସମାନଙ୍କୁ କହିଲେ। କିନ୍ତୁ ଯୋନାଥନ ଦାଉଦକକ୍ସ୍ଟ ବହକ୍ସ୍ଟତ ଭଲ ପାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ଦାଉଦଙ୍କୁ ସାହାଯ୍ୟ କଲେ ଶାଉଲ ଦାଉଦଙ୍କୁ ହତ୍ୟା କରିବା ପାଇଁ ତାଙ୍କର ପୁତ୍ର ଯୋନାଥନ ଓ ତାଙ୍କର ଦାସମାନଙ୍କୁ କହିଲେ। କିନ୍ତୁ ଯୋନାଥନ ଦାଉଦଙ୍କୁ ବହୁତ ଭଲ ପାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।