1 Samuel 19:10 — Compare Translations

5 translations compared side by side

Odia - 1840
"ଶାଉଲ ବର୍ଚ୍ଛା ରେ ଦାଉଦଙ୍କକ୍ସ୍ଟ କାନ୍ଥ ରେ ଫୋଡି ପକାଇବାକକ୍ସ୍ଟ ଗ୍ଭହିଁଥିଲେ, ମାତ୍ର ସେ ଶାଉଲଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଘକ୍ସ୍ଟଞ୍ଚି ୟିବାରକ୍ସ୍ଟ ବର୍ଚ୍ଛା କାନ୍ଥ ରେ ଫୋଡି ହାଇଗେଲା। ସହେି ରାତ୍ରି ରେ ଦାଉଦ ପଳାଯନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଗ୍ଭହିଁଥିଲେ, ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚି ଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା। ସେହି ରାତ୍ରିରେ ଦାଉଦ ପଳାୟନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ।