1 Samuel 19:11 — Compare Translations
5 translations compared side by side
Odia - 1840
"ଶାଉଲ ଦାଉଦଙ୍କ ଘରକକ୍ସ୍ଟ ଲୋକ ପଠାଇଲେ। ଲୋକମାନେ ଦାଉଦଙ୍କ ଗୃହକକ୍ସ୍ଟ ଜଗି ରହିଲେ। ସମାନେେ ସଠାେରେ ରାତ୍ରି ତମାମ ଜଗି ରହିଲେ। ସମାନେେ ଦାଉଦଙ୍କକ୍ସ୍ଟ ସକାଳ ରେ ମାରିଦବୋ ପାଇଁ ଅପେକ୍ଷା କରିଥିଲେ, କିନ୍ତୁ ଦାଉଦଙ୍କ ସ୍ତ୍ରୀ ମୀଖଲ ତାଙ୍କୁ ସତର୍କ କରାଇ ଦଲୋ। ସେ କହିଲା, ତୁମ୍ଭେ ରାତ୍ରି ରେ ପଳାଯନ କରି ଜୀବନ ରକ୍ଷା କର। ଯଦି ତୁମ୍ଭେ ଏହା ନକର ତବେେ ସମାନେେ ତୁମ୍ଭକୁ ଆସନ୍ତା କାଲି ମାରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଦାଉଦଙ୍କ ଘରକୁ ଲୋକ ପଠାଇଲେ। ଲୋକମାନେ ଦାଉଦଙ୍କ ଗୃହକୁ ଜଗି ରହିଲେ। ସେମାନେ ସେଠାରେ ରାତ୍ରି ତମାମ ଜଗି ରହିଲେ। ସେମାନେ ଦାଉଦଙ୍କୁ ପ୍ରଭାତରେ ମାରି ଦେବା ପାଇଁ ଅପେକ୍ଷା କରିଥିଲେ, କିନ୍ତୁ ଦାଉଦଙ୍କ ସ୍ତ୍ରୀ ମୀଖଲ ତାଙ୍କୁ ସତର୍କ କରାଇ ଦେଲା। ସେ କହିଲା, “ତୁମ୍ଭେ ରାତ୍ରିରେ ପଳାୟନ କରି ଜୀବନ ରକ୍ଷା କର। ଯଦି ତୁମ୍ଭେ ଏହା ନ କର ତେବେ ସେମାନେ ତୁମ୍ଭକୁ ଆସନ୍ତା କାଲି ମାରି ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, “ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।