1 Samuel 19:12 — Compare Translations
5 translations compared side by side
Odia - 1840
"ତା'ପରେ ମୀଖଲ ଦାଉଦଙ୍କକ୍ସ୍ଟ ଏକ ଝରକା ଦଇେ ବାହାରକକ୍ସ୍ଟ ପଠାଇ ଦେଲେ। ଦାଉଦ ରକ୍ଷା ପାଇଗଲେ ଏବଂ ଦୌଡି ପଳାଇ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୀଖଲ ଦାଉଦଙ୍କୁ ଏକ ଝରକା ଦେଇ ବାହାରକୁ ପଠାଇ ଦେଲା। ଦାଉଦ ରକ୍ଷା ପାଇଗଲେ ଏବଂ ଦୌଡ଼ି ପଳାଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ।