1 Samuel 19:13 — Compare Translations

5 translations compared side by side

Odia - 1840
"ମୀଖଲ ଗୃହର ଦବେତାଙ୍କୁ ଲକ୍ସ୍ଟଗା ରେ ଘୋଡାଇ ଦଲୋ। ତା'ପରେ ସେ ପ୍ରତିମୂର୍ତ୍ତିକକ୍ସ୍ଟ ବିଛଣା ମଧିଅରେ ପକ୍ସ୍ଟରାଇ ଦଲୋ। ସେ ମଧ୍ଯ ଛାଗ ଚମଡାକକ୍ସ୍ଟ ତହିଁର ମସ୍ତକରେ ଘୋଡାଇ ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୀଖଲ ଗୃହର ଦେବତାଙ୍କୁ ଲୁଗାରେ ଘୋଡ଼ାଇ ଦେଲା। ତା’ପରେ ସେ ପ୍ରତିମୂର୍ତ୍ତିକୁ ବିଛଣା ମଧ୍ୟରେ ପୁରାଇ ଦେଲା। ସେ ମଧ୍ୟ ଛାଗ ଚମଡ଼ାକୁ ତହିଁର ମସ୍ତକରେ ଘୋଡ଼ାଇ ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା।