1 Samuel 19:14 — Compare Translations
5 translations compared side by side
Odia - 1840
"ଦାଉଦଙ୍କକ୍ସ୍ଟ ଧରିନବୋ ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ ମୀଖଲ କହିଲା, ସେ ପିଡିତ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, ସେ ପୀଡ଼ିତ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ ମୀଖଲ କହିଲା, “ସେ ପିଡ଼ୀତ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, “ସେ ପୀଡ଼ିତ ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, ସେ ପୀଡ଼ିତ ଅଛନ୍ତି।