1 Samuel 19:15 — Compare Translations

5 translations compared side by side

Odia - 1840
"ଶାଉଲ ଦାଉଦଙ୍କକ୍ସ୍ଟ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲା, ତାହାକକ୍ସ୍ଟ ଶୟ୍ଯା ରେ ମାେ ପାଖକକ୍ସ୍ଟ ଆଣ। ମୁ ତାକକ୍ସ୍ଟ ହତ୍ଯା କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲା, “ତାହାକୁ ଶଯ୍ୟାରେ ମୋ’ ପାଖକୁ ଆଣ। ମୁଁ ତାକୁ ହତ୍ୟା କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, “ତାହାକୁ ଶଯ୍ୟାରେ ମୋʼ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, ତାହାକୁ ଶଯ୍ୟାରେ ମୋ’ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି।