1 Samuel 19:16 — Compare Translations

5 translations compared side by side

Odia - 1840
"ଯେତବେେଳେ ଦୂତମାନେ ଗୃହ ଭିତରକକ୍ସ୍ଟ ୟାଇ ଦେଖନ୍ତେ, ସମାନେେ ଶୟ୍ଯା ଉପରେ ପ୍ରତିମୂର୍ତ୍ତି ଦବେତା ଦେଖିଲେ ଓ ତହିଁର ମସ୍ତକର ଛାଗ ଲୋମ ନିର୍ମିତ କମ୍ବଳ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦୂତମାନେ ଭିତରେ ଯାʼନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଦୂତମାନେ ଗୃହ ଭିତରକୁ ଯାଇ ଦେଖନ୍ତେ, ସେମାନେ ଶଯ୍ୟା ଉପରେ ପ୍ରତିମୂର୍ତ୍ତି ଦେବତା ଦେଖିଲେ ଓ ତହିଁର ମସ୍ତକର ଛାଗ ଲୋମ ନିର୍ମିତ କମ୍ବଳ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି।