1 Samuel 19:17 — Compare Translations
5 translations compared side by side
Odia - 1840
"ଶାଉଲ ମୀଖଲକକ୍ସ୍ଟ କହିଲେ, ଏପରି କରି ତୁମ୍ଭେ କାହିଁକି ମାେତେ ପ୍ରବଞ୍ଚନା କଲ? ମାେ ଶତୃକକ୍ସ୍ଟ କାହିଁକି ତୁମ୍ଭେ ଖସିୟିବାକକ୍ସ୍ଟ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଶାଉଲ ମୀଖଲକୁ କହିଲେ, ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା? ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, ସେ ମୋତେ କହିଲେ, ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ମୀଖଲକୁ କହିଲେ, “ଏପରି କରି ତୁମ୍ଭେ କାହିଁକି ମୋତେ ପ୍ରବଞ୍ଚନା କଲ? ମୋ’ ଶତ୍ରୁକୁ କାହିଁକି ତୁମ୍ଭେ ଖସିଯିବାକୁ ଦେଲେ।” ମୀଖଲ ଶାଉଲକୁ ଉତ୍ତର ଦେଇ କହିଲା, “ସେ ମୋତେ କହିଲେ ମୋତେ ଛାଡ଼ିଦିଅ, ତା’ ନ ହେଲେ ମୁଁ ତୁମ୍ଭକୁ ବଧ କରିବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଶାଉଲ ମୀଖଲକୁ କହିଲେ, “ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋʼ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା?” ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, “ସେ ମୋତେ କହିଲେ, ‘ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?’”
Odia IRV 2017 (ଓଡିଆ ବାଇବେଲ)
ଏଣୁ ଶାଉଲ ମୀଖଲକୁ କହିଲେ, ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋ’ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା? ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, ସେ ମୋତେ କହିଲେ, ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି?