1 Samuel 19:18 — Compare Translations
5 translations compared side by side
Odia - 1840
"ଦାଉଦ ପଳାଯନ କରି ରକ୍ଷା ପାଇଲେ ଓ ରାମା ରେ ଶାମକ୍ସ୍ଟଯଲେ ନିକଟକକ୍ସ୍ଟ ୟାଇ ଶାଉଲ ତାଙ୍କ ପ୍ରତି ଯେଉଁ ଆଚରଣ କରିଥିଲେ ତାହା କହିଲେ। ତେଣୁ ସେ ଓ ଶାମକ୍ସ୍ଟଯଲେ ୟାଇ ନାଯୋତ ରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହା ସବୁ ତାଙ୍କୁ ଜଣାଇଲେ । ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ରାମାସ୍ଥିତ ସେନାଛାଉଣିକୁ ଗଲେ ଦାଉଦ ପଳାୟନ କରି ରକ୍ଷା ପାଇଲେ ଓ ରାମାରେ ଶାମୁୟେଲ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯେଉଁ ଆଚରଣ କରିଥିଲେ ତାହା କହିଲେ। ତେଣୁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହାସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହା ସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।