1 Samuel 19:2 — Compare Translations

5 translations compared side by side

Odia - 1840
"ଯୋନାଥନ ଦାଉଦଙ୍କକ୍ସ୍ଟ ସତର୍କ କରାଇ କହିଲା, ମାରେ ପିତା ତୁମ୍ଭକୁ ମାରିବାକକ୍ସ୍ଟ ଗ୍ଭହାଁନ୍ତି। ତୁମ୍ଭେ ପ୍ରାତଃକାଳ ରେ ସାବଧାନ ସହକା ରେ କୌଣସି ଜାଗା ରେ ଲକ୍ସ୍ଟଚି ରକ୍ସ୍ଟହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କ-ଠାରେ ଅତ୍ୟ; ଅନୁରକ୍ତ ଥିଲା । ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ଦାଉଦଙ୍କୁ ସତର୍କ କରାଇ କହିଲେ, “ମୋର ପିତା ତୁମ୍ଭକୁ ମାରିବାକୁ ଗ୍ଭହାନ୍ତି। ତୁମ୍ଭେ ପ୍ରାତଃକାଳରେ ସାବଧାନ ସହକାରେ କୌଣସି ଜାଗାରେ ଲୁଚି ରୁହ। ତୁମ୍ଭେ ଯେଉଁଠାରେ ଲୁଚିଥିବ, ମୁଁ ସେ ସ୍ଥାନ ନିକଟକୁ ଯାଇ ମୋର ପିତାଙ୍କ ସହିତ ତୁମ୍ଭ ବିଷୟରେ କଥୋପକଥନ ହେବି। ଯଦି ମୁଁ କିଛି ଦେଖେ ତେବେ ମୁଁ ତୁମ୍ଭକୁ ଜଣାଇବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, “ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;