1 Samuel 19:20 — Compare Translations
5 translations compared side by side
Odia - 1840
"ତେଣୁ ଶାଉଲ ଦାଉଦଙ୍କକ୍ସ୍ଟ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ। ମାତ୍ର ସମାନେେ ଭବିଷ୍ଯଦ୍ବକ୍ତା ଦଳକକ୍ସ୍ଟ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କରିବାର ଓ ସମାନଙ୍କେ ଉପରେ ନିୟକ୍ସ୍ଟକ୍ତି ଶାମୁୟେଲଙ୍କୁ ଠିଆ ହବୋର ଦେଖନ୍ତେ ପରମେଶ୍ବରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକକ୍ସ୍ଟ ଆସିଲେ। ତହିଁରେ ସମାନେେ ମଧ୍ଯ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ଵରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ। ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତି ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ। ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Odia IRV 2017 (ଓଡିଆ ବାଇବେଲ)