1 Samuel 19:21 — Compare Translations
5 translations compared side by side
Odia - 1840
"ଏହିକଥା ଶାଉଲଙ୍କକ୍ସ୍ଟ ଜଣାଇ ଦିଆଯାନ୍ତେ ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସମାନେେ ମଧ୍ଯ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ, ଶାଉଲ ପକ୍ସ୍ଟନର୍ବାର ତୃତୀୟ ଥରପାଇଁ ଦୂତମାନଙ୍କୁ ପଠାଇଲେ ଓ ସମାନେେ ମଧ୍ଯ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାʼନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ । ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିକଥା ଶାଉଲଙ୍କୁ ଜଣାଇ ଦିଆଯା’ନ୍ତେ ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ, ଶାଉଲ ପୁନର୍ବାର ତୃତୀୟ ଥର ପାଇଁ ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।