1 Samuel 19:22 — Compare Translations

5 translations compared side by side

Odia - 1840
"ଶଷେ ରେ ଶାଉଲ ନିଜେ ରାମାକକ୍ସ୍ଟ ଗଲେ ଓ ସଠାେରେ ଥିବା ବୃହତ କୂପ ନିକଟରେ ଉପସ୍ଥିତ ହେଲେ, ପକ୍ସ୍ଟଣି ସେ ପଗ୍ଭରି କହିଲେ, ଶାମକ୍ସ୍ଟଯଲେ ଓ ଦାଉଦ କେଉଁଠା ରେ ଅଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି ସେ ପଚାରି କହିଲେ, ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି? ଏଥିରେ ଜଣେ କହିଲା, ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷରେ ଶାଉଲ ନିଜେ ରାମାକୁ ଗଲେ ଓ ସେଠାରେ ଥିବା ବୃହତ କୂପ ନିକଟରେ ଉପସ୍ଥିତ ହେଲେ, ପୁଣି ସେ ପଗ୍ଭରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?” ଜଣେ କହିଲା, “ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, “ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି?” ଏଥିରେ ଜଣେ କହିଲା, “ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି? ଏଥିରେ ଜଣେ କହିଲା, ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି।