1 Samuel 19:23 — Compare Translations
5 translations compared side by side
Odia - 1840
"ତେଣୁ ଶାଉଲ ରାମା ନିକଟସ୍ଥ ନାଯୋତକକ୍ସ୍ଟ ଗଲେ। ତହିଁରେ ପରମେଶ୍ବରଙ୍କ ଆତ୍ମା ତାଙ୍କ ଉପରକକ୍ସ୍ଟ ଆସନ୍ତେ ସେ ଯାଉ ଯାଉ ରାମାସ୍ଥିତ ନାଯୋତ ରେ ଉପସ୍ଥିତ ହବୋ ପର୍ୟ୍ଯନ୍ତ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ଵରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶାଉଲ ରାମା ନିକଟସ୍ଥ ନାୟୋତକୁ ଗଲେ। ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ଆସନ୍ତେ ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।