1 Samuel 19:24 — Compare Translations
5 translations compared side by side
Odia - 1840
"ତା'ପରେ ଶାଉଲ ନିଜର ବସ୍ତ୍ର ଉତ୍ତାରିଲେ ଓ ଶାମୁୟେଲଙ୍କ ସମ୍ମକ୍ସ୍ଟଖ ରେ ଭବିଷ୍ଯଦ୍ବାକ୍ଯ ପ୍ରଗ୍ଭର କଲେ। ସେ ସହେି ଦିନୟାକ ଏବଂ ରାତ୍ରି ତମାମ ପୋଷାକ ନ ପିନ୍ଧି ପଡି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ, ଆଉ ସେହି ଦିନଯାକ ଓ ରାତ୍ରିଯାକ ପୋଷାକ ନ ପିନ୍ଧି ପଡ଼ି ରହିଲେ । ତେଣୁ ଲୋକେ କହନ୍ତି, ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାଉଲ ନିଜର ବସ୍ତ୍ର ଉତ୍ତାରିଲେ ଓ ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କଲେ। ସେ ସେହି ଦିନଯାକ ଏବଂ ରାତ୍ରି ତମାମ ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, “ଶାଉଲ ବି କ’ଣ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, “ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?