1 Samuel 19:3 — Compare Translations

4 translations compared side by side

Odia - 1840
"ତୁମ୍ଭେ ଯେଉଁଠା ରେ ଲକ୍ସ୍ଟଚିଥିବ, ମୁ ସେ ସ୍ଥାନ ନିକଟକକ୍ସ୍ଟ ୟାଇ ମାରେ ପିତାଙ୍କ ସହିତ ତକ୍ସ୍ଟମ୍ଭ ବିଷଯ ରେ କଥୋପକଥନ ହବେି। ଯଦି ମୁ କିଛି ଦେଖେ ତବେେ ମୁ ତୁମ୍ଭକୁ ଜଣାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଯେଉଁ କ୍ଷେତ୍ରରେ ଥିବ, ସେସ୍ଥାନକୁ ମୁଁ ଯାଇ ମୋହର ପିତାଙ୍କ ପାଖରେ ଠିଆ ହୋଇ ତୁମ୍ଭ ବିଷୟରେ ମୋର ପିତାଙ୍କ ସଙ୍ଗେ କଥୋପକଥନ କରିବି; ଯେବେ ମୁଁ କିଛି ଦେଖିବି, ତେବେ ତୁମ୍ଭକୁ ଜଣାଇବି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ଯେଉଁ କ୍ଷେତ୍ରରେ ଥିବ, ସେସ୍ଥାନକୁ ମୁଁ ଯାଇ ମୋହର ପିତାଙ୍କ ପାଖରେ ଠିଆ ହୋଇ ତୁମ୍ଭ ବିଷୟରେ ମୋର ପିତାଙ୍କ ସଙ୍ଗେ କଥୋପକଥନ କରିବି; ଯେବେ ମୁଁ କିଛି ଦେଖିବି, ତେବେ ତୁମ୍ଭକୁ ଜଣାଇବି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ଯେଉଁ କ୍ଷେତ୍ରରେ ଥିବ, ସେସ୍ଥାନକୁ ମୁଁ ଯାଇ ମୋହର ପିତାଙ୍କ ପାଖରେ ଠିଆ ହୋଇ ତୁମ୍ଭ ବିଷୟରେ ମୋର ପିତାଙ୍କ ସଙ୍ଗେ କଥୋପକଥନ କରିବି; ଯେବେ ମୁଁ କିଛି ଦେଖିବି, ତେବେ ତୁମ୍ଭକୁ ଜଣାଇବି।