1 Samuel 19:4 — Compare Translations

5 translations compared side by side

Odia - 1840
"ଯୋନାଥନ ତାଙ୍କର ପିତା ଶାଉଲଙ୍କ ସହିତ କଥା ହେଲେ। ଯୋନାଥନ ଦାଉଦଙ୍କ ବିଷଯ ରେ ଭଲକଥା ତାଙ୍କ ପିତାଙ୍କୁ କହିଲେ। ଯୋନାଥନ କହିଲେ, ମହାରାଜ ଆପଣା ଦାସ ଦାଉଦଙ୍କ ବିରକ୍ସ୍ଟଦ୍ଧ ରେ ପାପ କରନ୍ତକ୍ସ୍ଟ ନାହିଁ। କାରଣ ସେ ଆପଣଙ୍କ ବିରକ୍ସ୍ଟଦ୍ଧ ରେ ପାପ କରିନାହିଁ। ତା'ର ସମସ୍ତ କର୍ମ ଆପଣଙ୍କ ପକ୍ଷ ରେ ଅତି ମଙ୍ଗଳଜନକ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନ ତାଙ୍କର ପିତା ଶାଉଲଙ୍କ ସହିତ କଥା ହେଲେ। ଯୋନାଥନ ଦାଉଦଙ୍କ ବିଷୟରେ ଭଲ କଥା ତାଙ୍କ ପିତାଙ୍କୁ କହିଲେ। ଯୋନାଥନ କହିଲେ, “ମହାରାଜ ଆପଣା ଦାସ ଦାଉଦଙ୍କ ବିରୁଦ୍ଧରେ ପାପ କରନ୍ତୁ ନାହିଁ। କାରଣ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ। ତା’ର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, “ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;