1 Samuel 19:5 — Compare Translations
5 translations compared side by side
Odia - 1840
"ସେ ଆପଣା ପ୍ରାଣକକ୍ସ୍ଟ ବିପଦ ରେ ପକାଇ ପଲେଷ୍ଟୀୟକକ୍ସ୍ଟ ହତ୍ଯା କଲା। ସେଥି ରେ ସଦାପ୍ରଭୁ ସମକ୍ସ୍ଟଦାଯ ଇଶ୍ରାୟେଲ ନିମନ୍ତେ ମହା ବିଜଯ ସାଧନ କଲେ। ଆପଣ ତାହା ଦେଖି ଆନନ୍ଦ କରିଥିଲେ। ଏବେ ଆପଣ ବିନା କାରଣ ରେ ଦାଉଦକକ୍ସ୍ଟ ହତ୍ଯା କରିବେ କାହିଁକି? ସେ ନିର୍ଦ୍ ଦୋଷ, ତାକକ୍ସ୍ଟ ହତ୍ଯା କରିବାର କିଛି କାରଣ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦକୁ ବଧ କରି କିହେତୁ ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?
Odia Bible ERV 2004 (ପବିତ୍ର ବାଇବଲ)
ସେ ଆପଣା ପ୍ରାଣକୁ ବିପଦରେ ପକାଇ ପଲେଷ୍ଟୀୟକୁ ହତ୍ୟା କଲା। ସେଥିରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ବିଜୟ ସାଧନ କଲେ। ଆପଣ ତାହା ଦେଖି ଆନନ୍ଦ କରିଥିଲେ। ଏବେ ଆପଣ ବିନା କାରଣରେ ଦାଉଦକୁ ହତ୍ୟା କରିବେ କାହିଁକି? ସେ ନିର୍ଦ୍ଦୋଷ, ତାକୁ ହତ୍ୟା କରିବାର କିଛି କାରଣ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦକୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?