1 Samuel 19:6 — Compare Translations

5 translations compared side by side

Odia - 1840
"ଶାଉଲ ଯୋନାଥନର କଥା ଶୁଣିଲେ ଓ ପ୍ରତିଜ୍ଞା କଲେ। ସେ କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ଯୋନାଥନର କଥା ଶୁଣିଲେ ଓ ପ୍ରତିଜ୍ଞା କଲେ। ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, “ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ।